[go: nahoru, domu]

Jump to content

"ଓଡ଼ିଶାର ଇତିହାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଇଂରାଜୀ ଠିକଣା
ଟିକେNo edit summary
(୧୮ ଜଣ ବ୍ୟବହାରକାରୀଙ୍କ ଦ୍ୱାରା ହୋଇଥିବା ୪୧ଟି ମଝି ସଂସ୍କରଣ ଦେଖା ଯାଉନାହିଁ)
୩ କ ଧାଡ଼ି: ୩ କ ଧାଡ଼ି:
{{ଓଡ଼ିଶାର ସଂସ୍କୃତି}}
{{ଓଡ଼ିଶାର ସଂସ୍କୃତି}}
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]]
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]]

'''ଓଡ଼ିଶାର ଇତିହାସ''' [[ଓଡ଼ିଶା]]ର ଆରମ୍ଭ, [[ଓଡ଼ିଆ ସଭ୍ୟତା]]ର ସୃଷ୍ଟି ଓ ବିକାଶ, [[ଓଡ଼ିଆ ଭାଷା|ଭାଷା]], [[ଓଡ଼ିଆ ସାହିତ୍ୟ|ସାହିତ୍ୟ]], ପରିବେଶ, ଲୋକଙ୍କର ଜୀବନଯାପନ, ଚଳଣି ଆଦିର କ୍ରମାନୁସାରେ ଥିବା ଘଟଣାସବୁକୁ ନେଇ ଗଠିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି ।

ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ ।

ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ ।

ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ. ୧୫୬୮ରେ ଏହି ଅଞ୍ଚଳ ବଙ୍ଗଳାର ସେନାପତି କଳାପାହାଡ଼ଦ୍ୱାରା ଅଧିକୃତ ହୋଇଥିଲା । ଖ୍ରୀ ଅ ୧୭୫୧ରେ ଏହି ଅଞ୍ଚଳ ମରାଠା ମାନଙ୍କ ଅଧୀନକୁ ଆସିଥିଲା । ୧୮୦୩ ମସିହାରେ ଇଂରେଜମାନେ ଏହି ଅଞ୍ଚଳକୁ ନିଜ ଅଧୀନକୁ ନେଇଥିଲେ। ଏ ସମୟକୁ ଓଡ଼ିଶାର ସ୍ୱାଧୀନ ସତ୍ତା ସୁଧା ବି ନଥିଲା ଓ ଏହା ଅନେକ ଗୁଡ଼ିଏ ଅଂଶରେ ବିଭାଜିତ ହୋଇଯାଇଥିଲା । ୧୯୩୬ ମସିହାରେ ବିଛିନ୍ନ ଅଞ୍ଚଳ ଗୁଡ଼ିକ ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଗଲା । ଭାଷାକୁ ନେଇ ଗଠିତ ଏହା ପ୍ରଥମ ରାଜ୍ୟ ଥିଲା ।



[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]]
[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]]
[[ଫାଇଲ:Konark Temple.jpg|thumb|150px|ଗଙ୍ଗ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ଵାରା ତିଆରି [[କୋଣାର୍କ ସୂର୍ଯ୍ୟ ମନ୍ଦିର]], ଏହା ଏକ ବିଶ୍ଵ ଐତିହ୍ୟ ସ୍ଥଳୀ]]
[[ଫାଇଲ:Konark Temple.jpg|thumb|150px|ଗଙ୍ଗ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ତିଆରି [[କୋଣାର୍କ ସୂର୍ଯ୍ୟ ମନ୍ଦିର]], ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ]]


=== ସଂକ୍ଷେପରେ ===
=== ସଂକ୍ଷେପରେ ===
* ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
* ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
* ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
* ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
* କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ(ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି( ଆରବ), ବାବିଲନ(ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
* କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ (ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି (ଆରବ), ବାବିଲନ (ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।


* ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭାଗ ଅନ୍ତର୍ଭୁକ୍ତ ।
* ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ ।
* ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ [[କଳିଙ୍ଗ ଯୁଦ୍ଧ]]
* ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ [[କଳିଙ୍ଗ ଯୁଦ୍ଧ]]
* ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର '''ଖାରବେଳ'''ଙ୍କ ରାଜତ୍ଵ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
* ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର [[ଖାରବେଳ]]ଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
* ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ,ମାଠର,ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
* ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
* ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।<ref>{{cite web |url= http://www.theorissa.com/index.php/about-orissa/history-orissa |title=History of Orissa |work=theorissa.com |year=2012|quote=King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri |accessdate=5 July 2012}}</ref> [[ଯାଜପୁର]] ରେ ରାଜଧାନୀ ସ୍ଥାପନ ।
* ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।<ref>{{cite web |url= http://www.theorissa.com/index.php/about-orissa/history-orissa |title=History of Orissa |work=theorissa.com |year=2012|quote=King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri |accessdate=5 July 2012}}</ref> [[ଯାଜପୁର]]ରେ ରାଜଧାନୀ ସ୍ଥାପନ ।
* ୧୦୭୮-୧୪୩୪ ଖ୍ରୀ. - ଗଙ୍ଗ ରାଜବଂଶ । ଅନନ୍ତବର୍ମା ଚୋଳଗଙ୍ଗ ଦେବ ଙ୍କ ରାଜତ୍ୱ ପ୍ରାରମ୍ଭ ।
* ୧୦୭୮-୧୪୩୪ ଖ୍ରୀ. - [[ଗଙ୍ଗବଂଶ]]ର ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
:୧୦୭୮-୧୧୫୦ ଖ୍ରୀ. - ଚୋଳଗଙ୍ଗ ଦେବଙ୍କ ରାଜୁତି । '''[[ପୁରୀ]] ଶ୍ରୀ[[ଜଗନ୍ନାଥ ମନ୍ଦିର]]''' ନବୀକରଣ ପ୍ରାରମ୍ଭ | [[କଟକ]] ହେଲା ନୂଆ ରାଜଧାନୀ (୧୧୭୦ ଖ୍ରୀ. approx.) |
:୧୦୭୮-୧୧୫୦ ଖ୍ରୀ. - [[ଚୋଡ଼ଗଙ୍ଗ ଦେବ]]ଙ୍କ ରାଜୁତି । '''[[ପୁରୀ]] ଶ୍ରୀ[[ଜଗନ୍ନାଥ ମନ୍ଦିର]]''' ନବୀକରଣ ପ୍ରାରମ୍ଭ [[କଟକ]] ହେଲା ନୂଆ ରାଜଧାନୀ (ପ୍ରାୟ ୧୧୭୦ ଖ୍ରୀ.)
:୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । [[ଜଗନ୍ନାଥ ମନ୍ଦିର]]ର ନିର୍ମାଣ କାର୍ଯ୍ୟ ସମାପ୍ତ ।
:୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । [[ଜଗନ୍ନାଥ ମନ୍ଦିର]]ର ନିର୍ମାଣ କାର୍ଯ୍ୟ ସମାପ୍ତ ।
:୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କ ଦ୍ୱାରା '''ବାରବାଟୀ ଦୂର୍ଗ''' ନିର୍ମିତ ।
:୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା [[ବାରବାଟି ଦୁର୍ଗ]] ନିର୍ମିତ ।
:୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । '''[[କୋଣାର୍କ ସୂର୍ଯ୍ୟ ମନ୍ଦିର|କୋଣାର୍କ ସୂର୍ଯ୍ୟ-ମନ୍ଦିର]]''' ନିର୍ମିତ |
:୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । [[କୋଣାର୍କ ସୂର୍ଯ୍ୟ ମନ୍ଦିର]] ନିର୍ମିତ |
* ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
* ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
:୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
:୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
:୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
:୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
* ୧୫୬୮ ଖ୍ରୀ. - [[ଓଡ଼ିଶା]]ର ଶେଷ ସ୍ୱାଧୀନ ହିନ୍ଦୁ ଶାସକ '''ମୁକୁନ୍ଦଦେବ''' ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି 'କଳାପାହାଡ଼' ଦ୍ୱାରା [[ଓଡ଼ିଶା]] ଅଧିକୃତ ।
* ୧୫୬୮ ଖ୍ରୀ. - [[ଓଡ଼ିଶା]]ର ଶେଷ ସ୍ୱାଧୀନ ହିନ୍ଦୁ ଶାସକ '''ମୁକୁନ୍ଦଦେବ''' ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି [[କଳାପାହାଡ଼]]ଦ୍ୱାରା ଓଡ଼ିଶା ଅଧିକୃତ ।
* ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
* ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
* ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
* ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
* ୧୮୦୩ ଖ୍ରୀ. - ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
* ୧୮୦୩ ଖ୍ରୀ. - ୧୪ ଅକ୍ଟୋବର: ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର <ref>{{cite web|url=http://www.worldstatesmen.org/India_BrProvinces.htm|title=Provinces of British India|publisher=|accessdate=24 December 2015}}</ref>(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
* ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
* ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
* ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
* ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
* ୧୯୪୬ ଖ୍ରୀ. - ଓଡ଼ିଶା ସ୍ୱାୟତ ଶାସନ ସୁବିଧା ହାସଲ କଲା ।
* ୧୯୪୭ ଖ୍ରୀ. - ସ୍ୱାଧୀନ [[ଭାରତ]] ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
* ୧୯୪୮ ଖ୍ରୀ. - [[ଭୁବନେଶ୍ୱର]] ନୂତନ ରାଜଧାନୀ (ଏପ୍ରିଲ୍ ୧୩) ।
* ୧୯୪୮ ଖ୍ରୀ. - [[ଭୁବନେଶ୍ୱର]] ନୂତନ ରାଜଧାନୀ (ଏପ୍ରିଲ୍ ୧୩) ।

* ୧୯୫୦ ଖ୍ରୀ. - ସ୍ୱାଧୀନ [[ଭାରତ]]ରେ ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
=== ୭ ମ ଶତାବ୍ଦୀ ===
=== ୭ ମ ଶତାବ୍ଦୀ ===
୭ ମ ଶତାବ୍ଦୀ କାଳରେ ଓଡ଼ିଶାର ନିଜର ଶାସକ ମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ [[ଖାରବେଳ]]ଦେଇ ଅନୁପ୍ରାଣିତ ହୋଇ [[କଳିଙ୍ଗ]], [[କାରଗୋଡ଼ା]], [[ଉତ୍କଳ]] ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ [[ସାଧବ]] ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ [[ସୋନପୁର]] ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।
୭ମ ଶତାବ୍ଦୀ କାଳରେ ଓଡ଼ିଶାର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ [[ଖାରବେଳ]]ଦେଇ ଅନୁପ୍ରାଣିତ ହୋଇ [[କଳିଙ୍ଗ]], [[କାରଗୋଡ଼ା]], [[ଉତ୍କଳ]] ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ [[ସାଧବ]] ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ [[ସୋନପୁର]] ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।


ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କ ଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ [[ଚୀନ]], [[ଶ୍ରୀଲଙ୍କା]], [[ଜବା ଦ୍ଵୀପ|ଜାଭା]] ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ [[କପିଳେନ୍ଦ୍ରଦେବ]], [[ପ୍ରତାପରୁଦ୍ରଦେବ]], [[ଗୋବିନ୍ଦ ବିଦ୍ୟାଧର]], [[ମୁକୁନ୍ଦ ହରିଚନ୍ଦନ]] ଓଡ଼ିଶାର ଶାସକ ଥିଲେ ।
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ [[ଚୀନ]], [[ଶ୍ରୀଲଙ୍କା]], [[ଜବା ଦ୍ୱୀପ|ଜାଭା]] ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ [[କପିଳେନ୍ଦ୍ରଦେବ]], [[ପ୍ରତାପରୁଦ୍ରଦେବ]], [[ଗୋବିନ୍ଦ ବିଦ୍ୟାଧର]], [[ମୁକୁନ୍ଦ ହରିଚନ୍ଦନ]] ଓଡ଼ିଶାର ଶାସକ ଥିଲେ ।
=== ଆଫଗାନ ଓ ମୋଗଲ ଶାସନ ===
=== ଆଫଗାନ ଓ ମୋଗଲ ଶାସନ ===
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲ ମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ. ରେ [[ପାଇକ]] ମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜ ମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ [[ଖୋରଧା]] ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ.ରେ [[ପାଇକ]]ମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ [[ଖୋରଧା]] ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।


ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।
ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।


=== ଇଂରେଜ ଶାସନ ===
=== ଇଂରେଜ ଶାସନ ===
୧୮୦୩ ବେଳକୁ ଇଂରେଜ ମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜ ମାନେ ବନିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ ରେ ଭୂରାଜସ୍ଵ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ଵଂସ ସାଧନ ଲକ୍ଷ୍ୟ ରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।
୧୮୦୩ ବେଳକୁ ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜମାନେ ବଣିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।


ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ [[ମାରୁଆଡ଼ି]] ଓ [[ଗୁଜୁରାଟୀ]] ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ ।
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ [[ମାରୁଆଡ଼ି]] ଓ [[ଗୁଜରାଟୀ]] ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ ।
<ref name=Gobinda>ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ଵର). ୨୦୦୬ ପୃ. ୮୧-୮୨</ref>
<ref name=Gobinda>ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ୱର). ୨୦୦୬ ପୃ. ୮୧-୮୨</ref>
=== ଜିଲ୍ଲା ଗଠନ ===
=== ଜିଲ୍ଲା ଗଠନ ===
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟା କୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) [[ଓଡ଼ିଶା]] ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର [[ଓଡ଼ିଶା]] ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ [[ଓଡ଼ିଶା]]ରେ ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା ।
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟାକୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) [[ଓଡ଼ିଶା]] ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର [[ଓଡ଼ିଶା]] ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ [[ଓଡ଼ିଶା|ଓଡ଼ିଶାରେ]] ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା ।


== ଟୀକା ==
== ଆଧାର ==
{{ଆଧାର}}
{{ଆଧାର}}
==ବାହର ତଥ୍ୟ==
* ୩.ଓଡିଶା ନିର୍ବାଚନ ମଣ୍ଡଳି[http://ceoorissa.nic.in/acmap.html] ମ୍ଯାପ୍,
* [http://www.odisha.gov.in/portal/ViewDetails.asp?vchglinkid=GL012&vchplinkid=PL048 History of Odisha], Government of Odisha, Official Portal
* [http://orissamuseum.nic.in/ Orissa State Museum] {{Webarchive|url=https://web.archive.org/web/20130314120313/http://www.orissamuseum.nic.in/ |date=2013-03-14 }}
{{ଓଡ଼ିଶା ପ୍ରସଙ୍ଗ}}
{{ଓଡ଼ିଶା ପ୍ରସଙ୍ଗ}}
{{ଅଧାଗଢା}}


[[ଶ୍ରେଣୀ:ଓଡ଼ିଶା ଇତିହାସ]]
[[ଶ୍ରେଣୀ:ଓଡ଼ିଶାର ଇତିହାସ]]
[[ଶ୍ରେଣୀ:ଇତିହାସ]]
[[ଶ୍ରେଣୀ:ଓଡ଼ିଶା]]
[[ଶ୍ରେଣୀ:ଓଡ଼ିଶା]]

<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[en:History of Odisha]]
[[hi:ओड़िशा का इतिहास]]
[[lt:Orisos istorija]]

୧୫:୩୨, ୨୧ ମଇ ୨୦୨୪ ଅନୁସାରେ କରାଯାଇଥିବା ବଦଳ

ପୁରାତନ କଳିଙ୍ଗ ସାମ୍ରାଜ୍ୟ
ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି

ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି ।

ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ ।

ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ ।

ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ. ୧୫୬୮ରେ ଏହି ଅଞ୍ଚଳ ବଙ୍ଗଳାର ସେନାପତି କଳାପାହାଡ଼ଦ୍ୱାରା ଅଧିକୃତ ହୋଇଥିଲା । ଖ୍ରୀ ଅ ୧୭୫୧ରେ ଏହି ଅଞ୍ଚଳ ମରାଠା ମାନଙ୍କ ଅଧୀନକୁ ଆସିଥିଲା । ୧୮୦୩ ମସିହାରେ ଇଂରେଜମାନେ ଏହି ଅଞ୍ଚଳକୁ ନିଜ ଅଧୀନକୁ ନେଇଥିଲେ। ଏ ସମୟକୁ ଓଡ଼ିଶାର ସ୍ୱାଧୀନ ସତ୍ତା ସୁଧା ବି ନଥିଲା ଓ ଏହା ଅନେକ ଗୁଡ଼ିଏ ଅଂଶରେ ବିଭାଜିତ ହୋଇଯାଇଥିଲା । ୧୯୩୬ ମସିହାରେ ବିଛିନ୍ନ ଅଞ୍ଚଳ ଗୁଡ଼ିକ ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଗଲା । ଭାଷାକୁ ନେଇ ଗଠିତ ଏହା ପ୍ରଥମ ରାଜ୍ୟ ଥିଲା ।


ଧଉଳିରୁ ଦୟାନଦୀର ଦୃଶ୍ୟ
ଗଙ୍ଗ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ତିଆରି କୋଣାର୍କ ସୂର୍ଯ୍ୟ ମନ୍ଦିର, ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ

ସଂକ୍ଷେପରେ

  • ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
  • ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
  • କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ (ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି (ଆରବ), ବାବିଲନ (ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
  • ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ ।
  • ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ କଳିଙ୍ଗ ଯୁଦ୍ଧ
  • ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର ଖାରବେଳଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
  • ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
  • ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।[] ଯାଜପୁରରେ ରାଜଧାନୀ ସ୍ଥାପନ ।
  • ୧୦୭୮-୧୪୩୪ ଖ୍ରୀ. - ଗଙ୍ଗବଂଶର ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
୧୦୭୮-୧୧୫୦ ଖ୍ରୀ. - ଚୋଡ଼ଗଙ୍ଗ ଦେବଙ୍କ ରାଜୁତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନବୀକରଣ ପ୍ରାରମ୍ଭ । କଟକ ହେଲା ନୂଆ ରାଜଧାନୀ (ପ୍ରାୟ ୧୧୭୦ ଖ୍ରୀ.) ।
୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ।
୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା ବାରବାଟି ଦୁର୍ଗ ନିର୍ମିତ ।
୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମିତ |
  • ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
  • ୧୫୬୮ ଖ୍ରୀ. - ଓଡ଼ିଶାର ଶେଷ ସ୍ୱାଧୀନ ହିନ୍ଦୁ ଶାସକ ମୁକୁନ୍ଦଦେବ ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି କଳାପାହାଡ଼ଦ୍ୱାରା ଓଡ଼ିଶା ଅଧିକୃତ ।
  • ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
  • ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
  • ୧୮୦୩ ଖ୍ରୀ. - ୧୪ ଅକ୍ଟୋବର: ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର [](ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
  • ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
  • ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
  • ୧୯୪୬ ଖ୍ରୀ. - ଓଡ଼ିଶା ସ୍ୱାୟତ ଶାସନ ସୁବିଧା ହାସଲ କଲା ।
  • ୧୯୪୭ ଖ୍ରୀ. - ସ୍ୱାଧୀନ ଭାରତର ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
  • ୧୯୪୮ ଖ୍ରୀ. - ଭୁବନେଶ୍ୱର ନୂତନ ରାଜଧାନୀ (ଏପ୍ରିଲ୍ ୧୩) ।

୭ ମ ଶତାବ୍ଦୀ

୭ମ ଶତାବ୍ଦୀ କାଳରେ ଓଡ଼ିଶାର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ ଖାରବେଳଦେଇ ଅନୁପ୍ରାଣିତ ହୋଇ କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ ସାଧବ ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ ସୋନପୁର ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।

ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ ଚୀନ, ଶ୍ରୀଲଙ୍କା, ଜାଭା ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ କପିଳେନ୍ଦ୍ରଦେବ, ପ୍ରତାପରୁଦ୍ରଦେବ, ଗୋବିନ୍ଦ ବିଦ୍ୟାଧର, ମୁକୁନ୍ଦ ହରିଚନ୍ଦନ ଓଡ଼ିଶାର ଶାସକ ଥିଲେ ।

ଆଫଗାନ ଓ ମୋଗଲ ଶାସନ

ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ.ରେ ପାଇକମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ ଖୋରଧା ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।

ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।

ଇଂରେଜ ଶାସନ

୧୮୦୩ ବେଳକୁ ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜମାନେ ବଣିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।

ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ ମାରୁଆଡ଼ିଗୁଜରାଟୀ ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ । []

ଜିଲ୍ଲା ଗଠନ

୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟାକୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) ଓଡ଼ିଶା ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର ଓଡ଼ିଶା ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା ।

ଆଧାର

  1. "History of Orissa". theorissa.com. 2012. Retrieved 5 July 2012. King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri
  2. "Provinces of British India". Retrieved 24 December 2015.
  3. ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ୱର). ୨୦୦୬ ପୃ. ୮୧-୮୨

ବାହର ତଥ୍ୟ