"ଓଡ଼ିଶାର ଇତିହାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Wikipedia python library |
Psubhashish (ଆଲୋଚନା | ଅବଦାନ) ଟିକେNo edit summary |
||
(୧୨ ଜଣ ବ୍ୟବହାରକାରୀଙ୍କ ଦ୍ୱାରା ହୋଇଥିବା ୩୩ଟି ମଝି ସଂସ୍କରଣ ଦେଖା ଯାଉନାହିଁ) | |||
୩ କ ଧାଡ଼ି: | ୩ କ ଧାଡ଼ି: | ||
{{ଓଡ଼ିଶାର ସଂସ୍କୃତି}} |
{{ଓଡ଼ିଶାର ସଂସ୍କୃତି}} |
||
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]] |
[[ଫାଇଲ:Hatigumfa.jpg|thumb|right|150px|ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରି]] |
||
'''ଓଡ଼ିଶାର ଇତିହାସ''' [[ଓଡ଼ିଶା]]ର ଆରମ୍ଭ, [[ଓଡ଼ିଆ ସଭ୍ୟତା]]ର ସୃଷ୍ଟି ଓ ବିକାଶ, [[ଓଡ଼ିଆ ଭାଷା|ଭାଷା]], [[ଓଡ଼ିଆ ସାହିତ୍ୟ|ସାହିତ୍ୟ]], ପରିବେଶ, ଲୋକଙ୍କର ଜୀବନଯାପନ, ଚଳଣି ଆଦିର କ୍ରମାନୁସାରେ ଥିବା ଘଟଣାସବୁକୁ ନେଇ ଗଠିତ । |
|||
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । |
|||
ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । |
|||
ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । |
|||
ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ. ୧୫୬୮ରେ ଏହି ଅଞ୍ଚଳ ବଙ୍ଗଳାର ସେନାପତି କଳାପାହାଡ଼ଦ୍ୱାରା ଅଧିକୃତ ହୋଇଥିଲା । ଖ୍ରୀ ଅ ୧୭୫୧ରେ ଏହି ଅଞ୍ଚଳ ମରାଠା ମାନଙ୍କ ଅଧୀନକୁ ଆସିଥିଲା । ୧୮୦୩ ମସିହାରେ ଇଂରେଜମାନେ ଏହି ଅଞ୍ଚଳକୁ ନିଜ ଅଧୀନକୁ ନେଇଥିଲେ। ଏ ସମୟକୁ ଓଡ଼ିଶାର ସ୍ୱାଧୀନ ସତ୍ତା ସୁଧା ବି ନଥିଲା ଓ ଏହା ଅନେକ ଗୁଡ଼ିଏ ଅଂଶରେ ବିଭାଜିତ ହୋଇଯାଇଥିଲା । ୧୯୩୬ ମସିହାରେ ବିଛିନ୍ନ ଅଞ୍ଚଳ ଗୁଡ଼ିକ ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଗଲା । ଭାଷାକୁ ନେଇ ଗଠିତ ଏହା ପ୍ରଥମ ରାଜ୍ୟ ଥିଲା । |
|||
[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]] |
[[ଫାଇଲ:Kalinga battlefield daya river dhauli hills.jpg|thumb|right|150px|ଧଉଳିରୁ ଦୟାନଦୀର ଦୃଶ୍ୟ]] |
||
[[ଫାଇଲ:Konark Temple.jpg|thumb|150px|ଗଙ୍ଗ ରାଜା ଲାଙ୍ଗୁଳା ନରସିଂହ |
[[ଫାଇଲ:Konark Temple.jpg|thumb|150px|ଗଙ୍ଗ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ତିଆରି [[କୋଣାର୍କ ସୂର୍ଯ୍ୟ ମନ୍ଦିର]], ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ]] |
||
=== ସଂକ୍ଷେପରେ === |
=== ସଂକ୍ଷେପରେ === |
||
* ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼) |
* ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼) |
||
* ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା । |
* ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା । |
||
* କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ(ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି |
* କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ (ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି (ଆରବ), ବାବିଲନ (ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା । |
||
* ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ । |
* ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ । |
||
* ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ [[କଳିଙ୍ଗ ଯୁଦ୍ଧ]] |
* ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ [[କଳିଙ୍ଗ ଯୁଦ୍ଧ]] |
||
* ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର |
* ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର [[ଖାରବେଳ]]ଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର । |
||
* ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ,ମାଠର,ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ |
* ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ |
||
* ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।<ref>{{cite web |url= http://www.theorissa.com/index.php/about-orissa/history-orissa |title=History of Orissa |work=theorissa.com |year=2012|quote=King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri |accessdate=5 July 2012}}</ref> [[ଯାଜପୁର]] |
* ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।<ref>{{cite web |url= http://www.theorissa.com/index.php/about-orissa/history-orissa |title=History of Orissa |work=theorissa.com |year=2012|quote=King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri |accessdate=5 July 2012}}</ref> [[ଯାଜପୁର]]ରେ ରାଜଧାନୀ ସ୍ଥାପନ । |
||
* ୧୦୭୮-୧୪୩୪ ଖ୍ରୀ. - |
* ୧୦୭୮-୧୪୩୪ ଖ୍ରୀ. - [[ଗଙ୍ଗବଂଶ]]ର ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ । |
||
:୧୦୭୮-୧୧୫୦ ଖ୍ରୀ. - |
:୧୦୭୮-୧୧୫୦ ଖ୍ରୀ. - [[ଚୋଡ଼ଗଙ୍ଗ ଦେବ]]ଙ୍କ ରାଜୁତି । '''[[ପୁରୀ]] ଶ୍ରୀ[[ଜଗନ୍ନାଥ ମନ୍ଦିର]]''' ନବୀକରଣ ପ୍ରାରମ୍ଭ । [[କଟକ]] ହେଲା ନୂଆ ରାଜଧାନୀ (ପ୍ରାୟ ୧୧୭୦ ଖ୍ରୀ.) । |
||
:୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । [[ଜଗନ୍ନାଥ ମନ୍ଦିର]]ର ନିର୍ମାଣ କାର୍ଯ୍ୟ ସମାପ୍ତ । |
:୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । [[ଜଗନ୍ନାଥ ମନ୍ଦିର]]ର ନିର୍ମାଣ କାର୍ଯ୍ୟ ସମାପ୍ତ । |
||
:୧୨୨୯ ଖ୍ରୀ. - ତୃତୀୟ |
:୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା [[ବାରବାଟି ଦୁର୍ଗ]] ନିର୍ମିତ । |
||
:୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । |
:୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । [[କୋଣାର୍କ ସୂର୍ଯ୍ୟ ମନ୍ଦିର]] ନିର୍ମିତ | |
||
* ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ । |
* ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ । |
||
:୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ । |
:୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ । |
||
:୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ । |
:୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ । |
||
* ୧୫୬୮ ଖ୍ରୀ. - [[ଓଡ଼ିଶା]]ର ଶେଷ ସ୍ୱାଧୀନ ହିନ୍ଦୁ ଶାସକ '''ମୁକୁନ୍ଦଦେବ''' ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି |
* ୧୫୬୮ ଖ୍ରୀ. - [[ଓଡ଼ିଶା]]ର ଶେଷ ସ୍ୱାଧୀନ ହିନ୍ଦୁ ଶାସକ '''ମୁକୁନ୍ଦଦେବ''' ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି [[କଳାପାହାଡ଼]]ଦ୍ୱାରା ଓଡ଼ିଶା ଅଧିକୃତ । |
||
* ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର । |
* ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର । |
||
* ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର । |
* ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର । |
||
* ୧୮୦୩ ଖ୍ରୀ. - ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) । |
* ୧୮୦୩ ଖ୍ରୀ. - ୧୪ ଅକ୍ଟୋବର: ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର <ref>{{cite web|url=http://www.worldstatesmen.org/India_BrProvinces.htm|title=Provinces of British India|publisher=|accessdate=24 December 2015}}</ref>(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) । |
||
* ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ । |
* ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ । |
||
* ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ । |
* ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ । |
||
* ୧୯୪୬ ଖ୍ରୀ. - ଓଡ଼ିଶା ସ୍ୱାୟତ ଶାସନ ସୁବିଧା ହାସଲ କଲା । |
|||
⚫ | |||
* ୧୯୪୮ ଖ୍ରୀ. - [[ଭୁବନେଶ୍ୱର]] ନୂତନ ରାଜଧାନୀ (ଏପ୍ରିଲ୍ ୧୩) । |
* ୧୯୪୮ ଖ୍ରୀ. - [[ଭୁବନେଶ୍ୱର]] ନୂତନ ରାଜଧାନୀ (ଏପ୍ରିଲ୍ ୧୩) । |
||
⚫ | |||
=== ୭ ମ ଶତାବ୍ଦୀ === |
=== ୭ ମ ଶତାବ୍ଦୀ === |
||
୭ମ ଶତାବ୍ଦୀ କାଳରେ ଓଡ଼ିଶାର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ [[ଖାରବେଳ]]ଦେଇ ଅନୁପ୍ରାଣିତ ହୋଇ [[କଳିଙ୍ଗ]], [[କାରଗୋଡ଼ା]], [[ଉତ୍କଳ]] ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ [[ସାଧବ]] ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ [[ସୋନପୁର]] ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା । |
|||
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ |
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ [[ଚୀନ]], [[ଶ୍ରୀଲଙ୍କା]], [[ଜବା ଦ୍ୱୀପ|ଜାଭା]] ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ [[କପିଳେନ୍ଦ୍ରଦେବ]], [[ପ୍ରତାପରୁଦ୍ରଦେବ]], [[ଗୋବିନ୍ଦ ବିଦ୍ୟାଧର]], [[ମୁକୁନ୍ଦ ହରିଚନ୍ଦନ]] ଓଡ଼ିଶାର ଶାସକ ଥିଲେ । |
||
=== ଆଫଗାନ ଓ ମୋଗଲ ଶାସନ === |
=== ଆଫଗାନ ଓ ମୋଗଲ ଶାସନ === |
||
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା |
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ.ରେ [[ପାଇକ]]ମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ [[ଖୋରଧା]] ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ । |
||
ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା । |
ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା । |
||
=== ଇଂରେଜ ଶାସନ === |
=== ଇଂରେଜ ଶାସନ === |
||
୧୮୦୩ ବେଳକୁ |
୧୮୦୩ ବେଳକୁ ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜମାନେ ବଣିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା । |
||
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ [[ମାରୁଆଡ଼ି]] ଓ [[ |
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ [[ମାରୁଆଡ଼ି]] ଓ [[ଗୁଜରାଟୀ]] ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ । |
||
<ref name=Gobinda>ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ ( |
<ref name=Gobinda>ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ୱର). ୨୦୦୬ ପୃ. ୮୧-୮୨</ref> |
||
=== ଜିଲ୍ଲା ଗଠନ === |
=== ଜିଲ୍ଲା ଗଠନ === |
||
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ |
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟାକୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) [[ଓଡ଼ିଶା]] ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର [[ଓଡ଼ିଶା]] ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ [[ଓଡ଼ିଶା|ଓଡ଼ିଶାରେ]] ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା । |
||
== ଆହୁରି ଦେଖନ୍ତୁ == |
|||
== ଆଧାର == |
|||
* [[ଓଡ଼ିଶାର ଐତିହ୍ୟ]] |
|||
== ଟୀକା == |
|||
{{ଆଧାର}} |
{{ଆଧାର}} |
||
==ବାହର ତଥ୍ୟ== |
|||
* ୩.ଓଡ଼ିଶା ନିର୍ବାଚନ ମଣ୍ଡଳି[http://ceoorissa.nic.in/acmap.html] ମ୍ଯାପ୍, |
|||
* [http://www.odisha.gov.in/portal/ViewDetails.asp?vchglinkid=GL012&vchplinkid=PL048 History of Odisha], Government of Odisha, Official Portal |
|||
* [http://orissamuseum.nic.in/ Orissa State Museum] {{Webarchive|url=https://web.archive.org/web/20130314120313/http://www.orissamuseum.nic.in/ |date=2013-03-14 }} |
|||
{{ଓଡ଼ିଶା ପ୍ରସଙ୍ଗ}} |
{{ଓଡ଼ିଶା ପ୍ରସଙ୍ଗ}} |
||
{{ଅଧାଗଢା}} |
|||
⚫ | |||
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ--> |
|||
⚫ | |||
[[ଶ୍ରେଣୀ:ଇତିହାସ]] |
|||
[[ଶ୍ରେଣୀ:ଓଡ଼ିଶା]] |
[[ଶ୍ରେଣୀ:ଓଡ଼ିଶା]] |
୧୫:୩୨, ୨୧ ମଇ ୨୦୨୪ ଅନୁସାରେ କରାଯାଇଥିବା ବଦଳ
ଓଡ଼ିଶାର ସଂସ୍କୃତି |
---|
ଲୋକ
|
ପରମ୍ପରା
|
ଭାଷା
ଓଡ଼ିଆ • କୋଶଳୀ • କୁଇ • ଶାନ୍ତାଳି
|
ଖାଦ୍ୟ
|
କଳା ଓ କାରିଗରୀ
|
ସାହିତ୍ୟ
|
କଥାଚିତ୍ର
|
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି ।
ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ ।
ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ ।
ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ. ୧୫୬୮ରେ ଏହି ଅଞ୍ଚଳ ବଙ୍ଗଳାର ସେନାପତି କଳାପାହାଡ଼ଦ୍ୱାରା ଅଧିକୃତ ହୋଇଥିଲା । ଖ୍ରୀ ଅ ୧୭୫୧ରେ ଏହି ଅଞ୍ଚଳ ମରାଠା ମାନଙ୍କ ଅଧୀନକୁ ଆସିଥିଲା । ୧୮୦୩ ମସିହାରେ ଇଂରେଜମାନେ ଏହି ଅଞ୍ଚଳକୁ ନିଜ ଅଧୀନକୁ ନେଇଥିଲେ। ଏ ସମୟକୁ ଓଡ଼ିଶାର ସ୍ୱାଧୀନ ସତ୍ତା ସୁଧା ବି ନଥିଲା ଓ ଏହା ଅନେକ ଗୁଡ଼ିଏ ଅଂଶରେ ବିଭାଜିତ ହୋଇଯାଇଥିଲା । ୧୯୩୬ ମସିହାରେ ବିଛିନ୍ନ ଅଞ୍ଚଳ ଗୁଡ଼ିକ ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଗଲା । ଭାଷାକୁ ନେଇ ଗଠିତ ଏହା ପ୍ରଥମ ରାଜ୍ୟ ଥିଲା ।
ସଂକ୍ଷେପରେ
- ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
- ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
- କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ (ମିଆଁମାର), ସାମ (ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ (ଭିଏତନାମ), ଚୀନ, ଜବନ (ଜାପାନ), କୁକୁଟ (କୋରିଆ), ମକ୍କସିଖ (ମେକ୍ସିକୋ), ମିସର (ଇଜିପ୍ଟ), ସିମିଳି (ଆରବ), ବାବିଲନ (ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
- ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭା ଅନ୍ତର୍ଭୁକ୍ତ ।
- ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ କଳିଙ୍ଗ ଯୁଦ୍ଧ
- ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର ଖାରବେଳଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
- ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
- ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ ।[୧] ଯାଜପୁରରେ ରାଜଧାନୀ ସ୍ଥାପନ ।
- ୧୦୭୮-୧୪୩୪ ଖ୍ରୀ. - ଗଙ୍ଗବଂଶର ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
- ୧୦୭୮-୧୧୫୦ ଖ୍ରୀ. - ଚୋଡ଼ଗଙ୍ଗ ଦେବଙ୍କ ରାଜୁତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନବୀକରଣ ପ୍ରାରମ୍ଭ । କଟକ ହେଲା ନୂଆ ରାଜଧାନୀ (ପ୍ରାୟ ୧୧୭୦ ଖ୍ରୀ.) ।
- ୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ।
- ୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା ବାରବାଟି ଦୁର୍ଗ ନିର୍ମିତ ।
- ୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମିତ |
- ୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
- ୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
- ୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
- ୧୫୬୮ ଖ୍ରୀ. - ଓଡ଼ିଶାର ଶେଷ ସ୍ୱାଧୀନ ହିନ୍ଦୁ ଶାସକ ମୁକୁନ୍ଦଦେବ ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି କଳାପାହାଡ଼ଦ୍ୱାରା ଓଡ଼ିଶା ଅଧିକୃତ ।
- ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
- ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
- ୧୮୦୩ ଖ୍ରୀ. - ୧୪ ଅକ୍ଟୋବର: ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର [୨](ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
- ୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
- ୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
- ୧୯୪୬ ଖ୍ରୀ. - ଓଡ଼ିଶା ସ୍ୱାୟତ ଶାସନ ସୁବିଧା ହାସଲ କଲା ।
- ୧୯୪୭ ଖ୍ରୀ. - ସ୍ୱାଧୀନ ଭାରତର ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
- ୧୯୪୮ ଖ୍ରୀ. - ଭୁବନେଶ୍ୱର ନୂତନ ରାଜଧାନୀ (ଏପ୍ରିଲ୍ ୧୩) ।
୭ ମ ଶତାବ୍ଦୀ
୭ମ ଶତାବ୍ଦୀ କାଳରେ ଓଡ଼ିଶାର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ ଖାରବେଳଦେଇ ଅନୁପ୍ରାଣିତ ହୋଇ କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ ସାଧବ ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ ସୋନପୁର ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ ଚୀନ, ଶ୍ରୀଲଙ୍କା, ଜାଭା ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ କପିଳେନ୍ଦ୍ରଦେବ, ପ୍ରତାପରୁଦ୍ରଦେବ, ଗୋବିନ୍ଦ ବିଦ୍ୟାଧର, ମୁକୁନ୍ଦ ହରିଚନ୍ଦନ ଓଡ଼ିଶାର ଶାସକ ଥିଲେ ।
ଆଫଗାନ ଓ ମୋଗଲ ଶାସନ
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ.ରେ ପାଇକମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ ଖୋରଧା ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।
ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।
ଇଂରେଜ ଶାସନ
୧୮୦୩ ବେଳକୁ ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜମାନେ ବଣିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ ମାରୁଆଡ଼ି ଓ ଗୁଜରାଟୀ ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ । [୩]
ଜିଲ୍ଲା ଗଠନ
୧୯୩୬ ମସିହା ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟାକୁ ନେଇ ନୂତନ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୧୯୪୮ ମସିହା ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ ହିନ୍ଦୋଳ) ଓଡ଼ିଶା ସହିତ ମିଶ୍ରଣ ହୋଇଥିଲା । ପରେ ମୟୂରଭଞ୍ଜର ଓଡ଼ିଶା ସହ ମିଶ୍ରଣ ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର ୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ । ୧୯୫୦ ଜାନୁଆରୀ ୨୬ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି ଜିଲ୍ଲା ହେଲା ।
ଆଧାର
- ↑ "History of Orissa". theorissa.com. 2012. Retrieved 5 July 2012.
King Yayati united Kalinga, Kosala and Utkala in 795 AD into a single state and built the Jagannath temple at Puri
- ↑ "Provinces of British India". Retrieved 24 December 2015.
- ↑ ଗୋବିନ୍ଦ ପ୍ରସାଦ ଭଟ୍ଟାଚାର୍ଯ୍ୟ. ଅଝାଲ ସିଲାଇ ନିମକ ମହାଲ. ଉନ୍ନୟନୀ (ବାଲେଶ୍ୱର). ୨୦୦୬ ପୃ. ୮୧-୮୨
ବାହର ତଥ୍ୟ
- History of Odisha, Government of Odisha, Official Portal
- Orissa State Museum Archived 2013-03-14 at the Wayback Machine.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |